ଗାନ୍ଧୀ ଭିତ୍ତି ସ୍ଥାପତ୍ୟ କଳାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ଏକଶତ ବର୍ଷ ପାଳନ ଅବସରରେ ମହାତ୍ମାଙ୍କ ସ୍ମାରକୀ ଭାବରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପ‌ଟ୍ଟନାୟକ କାଠଯୋଡିର ବେଲ ଭ୍ୟୁ ଛକରେ ଗାନ୍ଧୀ ଭିତ୍ତି ସ୍ଥାପତ୍ୟ କଳାର ଲୋକାର୍ପଣ କରିଛନ୍ତି । ଗାନ୍ଧୀଜୀଙ୍କ ବିଭିନ୍ନ ଆନ୍ଦୋଳନର ଦୃଶ୍ୟ ସମେତ ଆଦର୍ଶ ଓ ନୀତି ସୁନ୍ଦର ଭାବରେ ପ୍ରସ୍ଫୁଟିତ ହୋଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.