ଶ୍ରୀଜଗନ୍ନାଥ ସଂସ୍କୃତି କଳାକୃତି ଗ୍ୟାଲେରୀର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ଓଡିଶା By Koshala Prabaha On Friday 1st April 2022, 10:08 am Share ଭୁବନେଶ୍ୱର, (କେପିଏନ୍ଏସ୍) : ପବିତ୍ର ଓଡ଼ିଶା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ଵର କଳାଭୂମି ପରିସରରେ ନିର୍ମିତ ଶ୍ରୀଜଗନ୍ନାଥ ସଂସ୍କୃତି କଳାକୃତି ଗ୍ୟାଲେରୀର ଲୋକାର୍ପଣ କରିବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପବିତ୍ର #ଓଡ଼ିଶାଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ଵର କଳାଭୂମି ପରିସରରେ ନିର୍ମିତ ଶ୍ରୀଜଗନ୍ନାଥ ସଂସ୍କୃତି କଳାକୃତି ଗ୍ୟାଲେରୀର ଲୋକାର୍ପଣ କରିବେ। #KalaBhumi @HTH_Odisha pic.twitter.com/BCfbPgn15S— I & PR Department, Odisha (@IPR_Odisha) April 1, 2022 bhubaneswar news