om academy

ଓଡିଶା ରିଭ୍ୟୁ ଓ ଉତ୍କଳ ପ୍ରସଙ୍ଗର ସ୍ୱତନ୍ତ୍ର ସଂଖ୍ୟାର ଲୋକାର୍ପଣ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଓଡିଶା ରିଭ୍ୟୁ ଓ ଉତ୍କଳ ପ୍ରସଙ୍ଗର ସ୍ୱତନ୍ତ୍ର ସଂଖ୍ୟାର ଲୋକାର୍ପଣ କରିଛନ୍ତି । “ସ୍ୱାଧୀନତା ଆନ୍ଦୋଳନ ଓ ଓଡ଼ିଶା” ଶୀର୍ଷକ ଏହି ସଂସ୍କରଣରେ ଭାରତର ସ୍ୱାଧୀନତା ସଂଗ୍ରାମରେ ଆମ ରାଜ୍ୟ ଓଡ଼ିଶାର ଅବଦାନ ସମ୍ବନ୍ଧୀତ ବହୁ ଉପାଦେୟ ଲେଖା ସ୍ଥାନୀତ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.