୫ଟି ଜିଲ୍ଲାର ୩୨୮ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତୃତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ରାଜ୍ୟର ୫ଟି ଜିଲ୍ଲାର ୩୨୮ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ । କୋରାପୁଟ, ବଲାଙ୍ଗିର, ସମ୍ବଲପୁର, ପୁରୀ ଓ କେନ୍ଦ୍ରାପଡା ଜିଲ୍ଲାର ରୂପାନ୍ତରିତ ହାଇସ୍କୁଲ ଏଥିରେ ଅନ୍ତର୍ଭୁକ୍ତ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.