pakka

ଫକୀର ଚରଣ ପାଢ଼ୀଙ୍କ ପୁସ୍ତକ ‘ମେଳର ବଳ’ ଲୋକାର୍ପଣ

bbehera

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ନୀଳଚକ୍ର ପ୍ରକାଶନ, ବୋଳକଣା, ଡେଲାଙ୍ଗ, ପୁରୀ ପକ୍ଷରୁ ଓଡିଶାର ଜଣାଶୁଣା ସାରସ୍ୱତ ସାଧକ ଫକୀର ଚରଣ ପାଢ଼ୀଙ୍କ ପୁସ୍ତକ ‘ମେଳର ବଳ’ ପୁସ୍ତକକୁ ଶନିବାର ଡେଲାଙ୍ଗ ଗୋଷ୍ଟୀ ଉନ୍ନୟନ ଅଧିକାରୀ ଦିଲ୍ଲୀପ କୁମାର ଷଡଙ୍ଗୀଙ୍କ କରକମଳରେ ଲୋକାର୍ପିତ ହୋଇଯାଇଛି । ଭତରା ଆଦିବାସୀଙ୍କ ଏହି ଲୋକକଥା ପିଲାମାନଙ୍କ ଚରିତ୍ର ଗଠନରେ ସହାୟକ ହେବ ବୋଲି ସେ ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବେ ପ୍ରକୃତିବନ୍ଧୁ ଦିଲ୍ଲୀପ କୁମାର ଧାଉଡ଼ିଆ, ଅନିରୁଦ୍ଧ ସ୍ୱାଇଁ, ଆଇନଜୀବୀ ହୃଷୀକେଶ ପାଢ଼ୀ ଯୋଗ ଦେଇଥିଲେ ।

Leave A Reply

Your email address will not be published.

nine + seven =