ଆଜି ନୂଆପଡା ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ନୂଆ ଓଡିଶାର ବିକାଶ ଧାରରେ ନୂଆପଡା ଜି‌ଲ୍ଲା । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡା ଜିଲ୍ଲାର ୨୩୩୭ କୋଟି ୧୫ ଲକ୍ଷ ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଏବଂ ୫୦ କୋଟି ୨୯ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରୁଛନ୍ତି । ରାଜ୍ୟ ସୂଚନା ଓ ଲୋକ ସ‌ମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.