csstore

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପକୁ ପରିଦର୍ଶନ କଲେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ

ବଲାଙ୍ଗିର, (କେପିଏନ୍‌ଏସ୍‌): ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ହେଉଛି ବଲାଙ୍ଗିରବାସୀଙ୍କ ଦୀର୍ଘ ଦିନର ଦାବୀ । ତେବେ ଏହି ଦୀବୀ ଏବେ ପୂଣର ହେବାକୁ ଯାଉଥିବା ବେଳେ ଆଜି ଜିଲ୍ଲା ଗସ୍ତରେ ଆସି ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପକୁ ପରିଦର୍ଶନ କରିବା ସହ ଏକ୍ସପ୍ରେସ ମୋଡରେ ଚାଲୁଥିବା କାର୍ଯ୍ୟର ତଦାରଖ କରିଥିଲେ । ଏହି ପରିଦର୍ଶନ ସମୟରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀଙ୍କ ସହ ଜିଲ୍ଲାପାଳ ଚଂଚଳ ରାଣା ଓ ଏସ୍‌ପି ନିତିନ କୁଶଲକର ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.