pakka

ଏଲ୍‌ପିଜି ଗ୍ୟାସ୍ ଲିକ୍‌ରୁ ଅଗ୍ନିକାଣ୍ଡ

bbehera

କଟକ : କଟକର ପିଠାପୁରସ୍ଥିତ ତାରଚାନ୍ଦପାଟଣାରେ ସକାଳୁ ଏଲ୍‌ପିଜି ଗ୍ୟାସ୍ ଲିକ୍ ହୋଇ ଅଗ୍ନିକାଣ୍ଡ ହୋଇଛି । ରୋଷେଇ କରୁଥିବା ବେଳେ ଗ୍ୟାସ୍ ଲିକ୍ ହୋଇ ହଠାତ୍ ନିଆଁ ଲାଗିଯାଇଥିଲା । ଏହି ଅଗ୍ନିକାଣ୍ଡରେ ଏକ ପରିବାରର ୩ ଜଣ ସାମାନ୍ୟ ଆହତ ହୋଇଛନ୍ତି । ତାଙ୍କୁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ସମ୍ପୂର୍ଣ୍ଣ ଆୟତ୍ତ କରିଥିଲେ ।

jay balangir
Leave A Reply

Your email address will not be published.

twelve + 16 =

error: Content is protected !!