ଉଦୟନାଥ ଫର୍ଣ୍ଣିଚର୍‌ର ୫ମ ଲକି ଡ୍ର ଉଠାଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସହର କପସିଲା ରୋଡ଼ସ୍ଥିତ ଉଦୟନାଥ ଫର୍ଣ୍ଣିଚର୍‌ ତରଫରୁ ଆରମ୍ଭ ହୋଇଥିବା ମାସିକ କିସ୍ତି ଯୋଜନାର ୫ମ ଲକି ଡ୍ର’ ଉଠାଣ ଆଜି ସଂଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉଠାଣର ବିଜେତା ହେଉଛନ୍ତି ବରଗଡ଼ର ରାଜେଶ କୁମାର ସାହୁ ଏହି ଉଠାଣ କାର୍ଯ୍ୟକ୍ରମରେ ରୋହିତ କୁମାର ପଟ୍ଟନାୟକ, ରଶ୍ମିରଞ୍ଜନ ଖୁଟୁଲା, ହର୍ଷବଲ୍ଳଭ ଦେବତା, ନୂରଜ ୟାଦବ ଓ ତୁଳାରାମ ବଢ଼ାଇ ଉପସ୍ଥିତ ଥିଲେ ।

Leave A Reply

Your email address will not be published.