୧୫ ଲକ୍ଷ ଟଙ୍କା ଲୁଟ୍‌ ଅଭିଯୋଗ

ସମ୍ବଲପୁର : ସମ୍ବଲପୁର ଗେଙ୍ଗୁଟିପାଲି ଶିବ ମନ୍ଦିର ସମ୍ମୁଖରେ ୧୫ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି । ଅଭିଯୋଗ ଅନୁସାରେ ଗତକାଲି ସମ୍ବଲପୁର ଗେଙ୍ଗଟିପାଲି ଶିବ ମନ୍ଦିର ସାମ୍‌ନାରୁ ଜଣେ ବ୍ୟକ୍ତିଙ୍କ ଠାରୁ ଦୁଇଜଣ ଦୁର୍ବୃତ୍ତ ଦ୍ରୁତ ଗତିରେ ଆସି ୧୫ଲକ୍ଷ ଟଙ୍କା ଥିବା ବ୍ୟାଗ୍‌ ଲୁଟି ନେଇଥିବା ବ୍ୟକ୍ତି ଜଣକ ଅଭିଯୋଗ କରିଛନ୍ତି । ତେବେ ଉକ୍ତ ଲୁଟ ଘଟଣା ସିସିଟିଭିରେ କଏଦ ହୋଇଥିବା ଜଣାପଡ଼ିଛି ।

Leave A Reply

Your email address will not be published.