ଦୁର୍ବୃତ୍ତ‌ଙ୍କ କଳା କାନାମା : ମାଉଜର ଦେଖାଇ ଲକ୍ଷାଧିକ ଟଙ୍କା ସହ ଲାପଟପ୍ ଲୁଟିନେଲେ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ପାଲୁର ଛକ ସୁବଳୟା ଗାଁ ନିକଟରେ ଜନସେବା କେନ୍ଦ୍ର କର୍ମଚାରୀ ଛାୟାକାନ୍ତ ବେହେରାଙ୍କଠାରୁ ମାଉଜର ଦେଖାଇ ଲକ୍ଷାଧିକ ଟଙ୍କା ସହ ଲାପଟପ୍‌ ଲୁଟିନେଇଛନ୍ତି ଦୁର୍ବୃତ୍ତ । ଏନେଇ ଛାୟାକାନ୍ତ ରମ୍ଭା ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.