pakka

ତିନି ମାସ ପରେ କାଲିଠୁ ଭକ୍ତଙ୍କୁ ଦର୍ଶନ ଦେବେ ମା’ ସମଲେଶ୍ୱରୀ

ସମ୍ୱଲପୁର, (କରୁଣାକର ଶତପଥୀ) : ଦୀର୍ଘ ତିନି ମାସ ପରେ କାଲିଠୁ ଭକ୍ତଙ୍କୁ ଦର୍ଶନ ଦେବେ ସମ୍ୱଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀ । ସର୍ବସାଧାରଣ ଦର୍ଶନ ପାଇଁ ସମଲେଶ୍ୱରୀ ମନ୍ଦିର ଖୋଲିବ । ସମଲେଶ୍ୱରୀ ମନ୍ଦିରରେ ସକାଳ ୬ଟାରୁ ସାଢ଼େ ୧୧ଟା ଓ ଅପରାହ୍ନ ୩ଟାରୁ ସାଢ଼େ ୭ଟା ଯାଏ ସର୍ବସାଧାରଣ ଦର୍ଶନ ଚାଲିବ । କୌଣସି ଭକ୍ତ ମନ୍ଦିରକୁ ଭୋଗ ନେଇ ଆସିପାରିବେ ନାହିଁ । କୌଣସି ଧର୍ମାନୁଷ୍ଠାନରେ ଭୋଗ କିମ୍ବା ପ୍ରସାଦ କରିପାରିବେ ନାହିଁ ଶ୍ରଦ୍ଧାଳୁ । ମନ୍ଦିର ଖୋଲିବା ନେଇ ଗାଇଡଲାଇନ୍ ଜାରି ହୋଇଛି । ତେବ ଗାଇଡଲାଇନ୍ ଅନୁପାଳନ ଭକ୍ତଙ୍କ ପାଇଁ ଜରୁରୀ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.

sixteen − seven =