pakka

ବିପୁଳ ପରିମାଣର ବିଦେଶୀ ମଦ ଜବତ ସହ ୨ ଜଣ ଅଭିଯୁକ୍ତ ଗିରଫ

bbehera

ରାଇରଙ୍ଗପୁର : ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ବିଜାତଳା ହାଟ ବଜାର ନିକଟରେ ଅବକାରୀ ବିଭାଗ ଚଢାଉ କରି ଏକ ଘରୁ ବିପୁଳ ପରିମାଣର ବିଦେଶୀ ଓ ନକଲି ମଦ ଜବତ କରିବା ସହ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାପଡିଛି । ଜବତ ହୋଇଥିବା ମଦର ଆନୁମାନିକ ମୂଲ୍ୟ ୩ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ରାଇରଙ୍ଗପୁର ଅବକାରୀ ଥାନା ଅଧିକାରୀ ଧିରେନ ବେହେରା ସୂଚନା ଦେଇଛନ୍ତି ।

jay balangir
Leave A Reply

Your email address will not be published.

one × three =