ମଦ୍ୟପାନ କରି ଗାଡି ଚାଳନା କରୁଥିବା ଚାଳକଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ଧରପଗଡ ଜାରି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜଧାନୀରେ ମଦ୍ୟପାନ କରି ଗାଡି ଚାଳନା କରୁଥିବା ଚାଳକଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ଧରପଗଡ ଜାରି ରହିଛି । ଏଥିରେ ୭୯୪ ମଦ୍ୟପ ଚାଳକ ଧରା ପଡିଛନ୍ତି । ସେମାନଙ୍କ ଠାରୁ ୪ ଲକ୍ଷ ୬୩ ହଜାର ୩୦୦ ଟଙ୍କାର ଜରିମାନା ଆଦାୟ କରାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.