shyamal

ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ : ଯୋବ୍ରା ବ୍ୟାରେଜ ଉପରୁ ମହାନଦୀକୁ ଡେଇଁଲେ ଯୁବକ । ବ୍ରିଜ ଉପରେ ଯୁବକ ଜଣକ ଚପଲ ରଖି ହଠାତ୍‌ ମହାନଦୀକୁ ଡେଇଁ ପଡିଛନ୍ତି । ସ୍ଥାନୀୟ ଲୋକମାନେ ଏହା ଦେଖି ପୋଲିସ ଓ ଅଗ୍ନିଶମ ବାହିନୀଙ୍କୁ ସୁଚନା ଦେଇଥିଲେ । ସୁଚନା ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମହାନଦୀରେ ଖୋଜାଖୋଜି ଆରମ୍ଭ କରିଛନ୍ତି । ଯୁବକଙ୍କ ପରିଚୟ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି ।

purusottam
Leave A Reply

Your email address will not be published.