ନିଖିଳ ଓଡିଶା କୈବର୍ତ୍ତ (କେଉଁଟ) ମହାସଭା ତରଫରୁ ଜିଲ୍ଲାସ୍ତରୀୟ ମହାସଭା ଆୟୋଜିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ନିଖିଳ ଓଡିଶା କୈବର୍ତ୍ତ (କେଉଁଟ) ମହାସଭା ବଲାଙ୍ଗିର ଶାଖା ତରଫରୁ ଜିଲ୍ଲାସ୍ତରୀୟ ମହାସଭା ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣାଗଡ଼ ବିଧାୟକ ସରୋଜ ମେହେର ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଓଡିଶା ସରକାରଙ୍କ ପୂର୍ବତନ ମନ୍ତ୍ରୀ ଯୋଗେନ୍ଦ୍ର ବେହେରା ଓ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ସଭାପତି ଏବଂ ସମାଜର ପଦାଧିକାରୀ ଯୋଗଦାନ କରିଥିଲେ ।

Leave A Reply

Your email address will not be published.

error: Content is protected !!