om academy

ବିଜେପି ନେତା ମହେନ୍ଦ୍ର ଠାକୁରଙ୍କ ପିତୃ ବିୟୋଗ

jsm

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଧରପଗଡ଼ ଗ୍ରାମର ବିଧାୟକ ପ୍ରାର୍ଥୀ ମହେନ୍ଦ୍ର ଠାକୁରଙ୍କ ପିତା ଲଷ୍ମୀଧର ଠାକୁର(୧୦୧)ଙ୍କ ପରଲୋକ ଘଟିଛି । ତାଙ୍କର ମୃତ୍ୟୁ ଖବର ପ୍ରସାର ହେବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସେ ଅଞ୍ଚଳରେ ବେଶ ଜଣାଶୁଣା ଥିଲେ । ତାଙ୍କର ମୃତ୍ୟୁ ଖବର ଶୁଣିବା ପରେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ, ବ୍ଳକ କଂଗ୍ରେସ ସଭାପତି ଗୁଣ ସାଗର ମାଝୀ, ସୁବ୍ରତ ନାଗ, ରାଜେଶ ପଧାନୀ, ରାଜେଶ ସାହୁ, ଆଇନଜୀବୀ ସୁବୋଧ ମିଶ୍ର, ସୁବ୍ରତ ବେହେରା, ବରିଷ୍ଠ ସାମ୍ବାଦିକ ଜଗଦୀଶ ଜୈନ, ସିହିନୀ ସରପଞ୍ଚ ବିରବର ସାହୁ, ଅଜୟ ବାଲି, ଟୁନୁ ରାଜପଲିଆ, ଦିନବନ୍ଧୁ ବେହେରା, ଆଞ୍ଚଳିକ ସାମ୍ବାଦିକ ସଂଘ ସଭାପତି ଦେବେନ୍ଦ୍ର ଯୋଶୀ, ଆଲୋକ ନାଏକ, ପୂର୍ବତନ ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ, ଟିକ୍ରାପଡା ଜିଲ୍ଲା ପରିଷଦ ସଭ୍ୟା କଳ୍ପନା ଚୌହାନ, ସଇଁନ୍ତଲା ଜିଲ୍ଲା ପରିଷଦ ସଭ୍ୟା ସରୋଜିନୀ ସାହୁ, ବିଜେପି କିଷାନ ମୋର୍ଚ୍ଛା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ, କଣ୍ଟାବାଞ୍ଜି ବିଜେପି ବିଧାୟକ ପ୍ରାର୍ଥୀ ଲକ୍ଷ୍ମଣ ବାଗ, ସାମ୍ବାଦିକ ଅଜିତ ସାହୁ ଶୋକ ପ୍ରକାଶ କରିବା ସହ ତାଙ୍କର ଅମର ଆତ୍ମାର ସତଗତି ପାଇଁ ଭଗବାନଙ୍କ ଠାରେ ପ୍ରାର୍ଥନା କରିଛନ୍ତି ।

Leave A Reply

Your email address will not be published.