ଓଡିଶା ଦିବସ ଅବସରରେ ଉତ୍କଳମଣି ଗୋପବନ୍ଧୁ ଦାସ ଏବଂ ପଣ୍ଡିତ ନୀଳକଣ୍ଠ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେ‌ଶ୍ୱର, (କେପସିଏନ୍‌ଏସ୍‌) : ଓଡିଶା ଦିବସ ଅବସରରେ ପଶ୍ଚିମବଙ୍ଗରେ ଓଡିଆ ସଙ୍ଗଠନ ଉତ୍କଳୀୟ ମିଳିତ ମଞ୍ଚ ଏବଂ ଓଡିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ପୂର୍ବାହ୍ନରେ କୋଲକାତାର ରାଜା ସୁବୋଧ ମଲ୍ଲିକ ଛକ ସ୍ଥିତ ଉତ୍କଳମଣି ଗୋପବନ୍ଧୁ ଦାସ ଏବଂ ପଣ୍ଡିତ ନୀଳକଣ୍ଠ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି । ରାଜ୍ୟ ସୂଚନା ଓ ଲୋକ ସ‌ମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.