om academy

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

jsm

ନୂଆଦିଲ୍ଲୀ : ଆଜି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପଶ୍ଚିମବଙ୍ଗ ସଚିବାଳୟର ୧୪ ତମ ମହଲାରେ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ନିଆଁକୁ ଆୟତ୍ତ କରିବା ପାଇଁ ତୁରନ୍ତ ଅଗ୍ନିଶମ ବାହିନୀ ଓ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ଘଟଣା ସ୍ଥଳରେ ପହଞ୍ଚିଥିଲେ । ତେବେ ଦୁର୍ଗାପୂଜା ଯୋଗୁଁ ରାଜ୍ୟ ସଚିବାଳୟ ବନ୍ଦ ରହିଥିବା ବେଳେ ଅଗ୍ନିକାଣ୍ଡ ସମୟରେ କୌଣସି କର୍ମଚାରୀ ଏହା ମଧ୍ୟରେ ନଥିଲେ । ତେଣୁ ଘଟଣାରେ କେହି ବି ମୃତାହତ ହୋଇନଥିବା ଜଣାପଡିଛି ।

Leave A Reply

Your email address will not be published.