pakka

ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାରେ ମାଟିତଳୁ ଗଳିତ ମୃତଦେହ ଉଦ୍ଧାର

ଟିଟିଲାଗଡ, (ଅଜିତ କୁମାର ସାହୁ) : ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାରେ ମହାଲିଙ୍ଗ ସ୍ଥିତ ନିର୍ମାଣାଧୀନ ଷ୍ଟାଡିଅମରୁ ମାଟି ଖୋଳିବା ପରେ ଏକ ମୃତଦେହ ଉଦ୍ଧାର ହୋଇଛି । ମୃତଦେହ କାହାର ସେ ସମ୍ପର୍କରେ ସୂଚନା ମିଳିନି । ମୃତଦେହଟି ନିଖୋଜ ମମିତାଙ୍କର କି ନୁହେଁ ତାହା ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ । ଚିହ୍ନଟ ପାଇଁ ମମିତାଙ୍କ ପରିବାର ଲୋକଙ୍କୁ ଡକାଯାଇଥିବା ବେଳେ ମୃତଦେହର ଡିଏନ୍ଏ ଟେଷ୍ଟ କରାଯିବ ବୋଲି ପୋଲିସ କହିଛି ।

Leave A Reply

Your email address will not be published.

20 − three =