csstore

ପଥରଚେପା ଭାରତୀୟ ଜନତା ପାର୍ଟି କାର୍ଯ୍ୟାଳୟ ଠାରେ ଆଜି ମନ୍‌ କି ବାତ୍‌ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପଥରଚେପା ଭାରତୀୟ ଜନତା ପାର୍ଟି କାର୍ଯ୍ୟାଳୟ ଠାରେ ଆଜି ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ା ସାଂସଦ ଓ ବିଜେପି ରାଷ୍ଟ୍ରୀୟ ଉପାଧକ୍ଷ ବୟଜନ୍ତ ପଣ୍ଡା ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ବଲାଙ୍ଗିର ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂଂଦେଓ, କଣ୍ଟାବାଞ୍ଜି ବିଧାୟକ ଲମଣ ବାଗ, ଟିଟିଲାଗଡ଼ ବିଧାୟକ ନବୀନ ଜୈନ, ବଲାଙ୍ଗିର ବିଜେପି ସଭାପତି ଶିବାଜୀ ମହାନ୍ତି, ଦିନେଶ ଶର୍ମା, ଶ୍ରୀବତ୍ସ ବେହେରା, ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ, ମହିଳା ସଭାନେତ୍ରୀ ପଙ୍କଜିନୀ ପଣ୍ଡା, ଚିତ୍ରସେନ ବେହେରା ଓ ବରିଷ୍ଠ ବିଜେପି ନେତାମାନେ ଉପସ୍ଥିତ ଥିଲେ । ବଲାଙ୍ଗିରର ବିଜେପି କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.