ମାଣ୍ଡିଆ ମଣ୍ଡି ଉଦ୍‌ଘାଟନ କଲେ ବିଧାୟକ ସରୋଜ

ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡ ବିଧାୟକ ସରୋଜ ମେହେର ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ତେଲେନପାଲି ଗ୍ରାମଠାରେ ମାଣ୍ଡିଆ ମଣ୍ଡିର ଶୁଭ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ସମ୍ପୃକ୍ତ ଅଞ୍ଚଳର ବହୁ ଚାଷୀ ଯୋଗଦାନ କରିଥିବା ବେଳେ ବିଧାୟକ ସରୋଜ ମେହେରଙ୍କ ସହ ଅନ୍ୟ ବିଭାଗୀୟ କର୍ମଚାରୀମାନେ ମଧ୍ୟ ଉପସ୍ଥିତ ଥିଲେ ।

Leave A Reply

Your email address will not be published.