ପୁଣି ଥରେ ବଲାଙ୍ଗିର ଜିଲ୍ଲା ବିଜୁ ଜନତା ଦଳର ପର୍ଯ୍ୟବେକ୍ଷକ ଭାବେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ମନୋନୀତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଜୁ ଜନତା ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ପୁଣି ଥରେ ବଲାଙ୍ଗିର ଜିଲ୍ଲା ବିଜୁ ଜନତା ଦଳର ପର୍ଯ୍ୟବେକ୍ଷକ ଭାବେ ପୂର୍ବତନ ମନ୍ତ୍ରୀ ତଥା ବରଗଡ ଜିଲ୍ଲା ଭଟଲି ବିଧାୟକ ସୁଶାନ୍ତ ସିଂ ମନୋନୀତ ହୋଇଛନ୍ତି । ତେବେ ଏଥିପାଇଁ ପୂର୍ବତନ ମନ୍ତ୍ରୀ ଶ୍ରୀ ସିଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିବା ବେଳେ ପୂର୍ବତନ ମନ୍ତ୍ରୀ ଶ୍ରୀ ସିଂଙ୍କୁ ମଧ୍ୟ ବଲାଙ୍ଗିର ଜିଲ୍ଲା ବିଜୁ ଜନତା ଦଳ ତରଫରୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଯାଇଛି ।

Leave A Reply

Your email address will not be published.

nineteen − seventeen =