om academy

ମନ୍ତ୍ରୀଙ୍କ ଗାଡି ଧକ୍କାରେ ବାଇକ ଚାଳକ ଗୁରୁତର

jsm

ଜୟପୁର : ବୋରିଗୁମ୍ମା ଥାନା ଛତରଲା ନିକଟରେ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ଏକ ପଲସର ଗାଡିକୁ ଧକ୍କା ଦେବାରୁ ବାଇକ ଚାଳକ ଗୁରୁତର ହୋଇଥିବା ଜଣାପଡିଛି । ପରେ ଗୁରୁତର ଅବସ୍ଥାରେ ବାଇକ ଚାଳକଙ୍କୁ ବୋରିକୁମ୍ମା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଦୁର୍ଘଟଣାରେ ମନ୍ତ୍ରୀଙ୍କ କୌଣସି ଠାରେ ଆଘାତ ଲାଗି ନଥିବା ବେଳେ ମନ୍ତ୍ରୀ ହସ୍ପିଟାଲରେ ପହଞ୍ଚି ଗୁରୁତରଙ୍କୁ ଭେଟିଛନ୍ତି ।

Leave A Reply

Your email address will not be published.