ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ : ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ରତ୍ନଭଣ୍ଡାରର ତୁରନ୍ତ ମରାମତି ଏବଂ ରକ୍ଷଣାବେକ୍ଷଣ ପାଇଁ ପ୍ରତ୍ନତତ୍ତ୍ୱ ବିଭାଗକୁ ନିର୍ଦ୍ଦେଶ ଦେବାକୁ ମୁଖମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଅନୁରୋଧ କରିଛନ୍ତି ସୁଦର୍ଶନ ପଟ୍ଟନାୟକ । ଭିତର ରତ୍ନଭଣ୍ଡାର ସ୍ଥିତି ଉଦବେଗଜନକ ଅଛି । ଆଗକୁ ବର୍ଷା ଋତୁ ଆସୁଥିବାରୁ ତୁରନ୍ତ ମରାମତିର ଆବଶ୍ୟକତା ଥିବା ଚିଠିରେ ଉଲ୍ଲେଖ କରିଛନ୍ତି ଶ୍ରୀ ପଟ୍ଟନାୟକ ।

Leave A Reply

Your email address will not be published.