om academy

ବନ୍ୟଜନ୍ତୁ ସୁରକ୍ଷା ନେଇ ମିନି ମାରାଥନ

jsm

କାଶୀପୁର : କାଶୀପୁର ବ୍ଲକ ଟିକିରି ବନାଞ୍ଚଳ ପକ୍ଷରୁ ଶନିବାର ଜଙ୍ଗଲ ଏବଂ ବନ୍ୟଜନ୍ତୁ ସୁରକ୍ଷା ନେଇ ମିନି ମାରାଥନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରାୟ ୧୬ କିମି ଦୂରର ଦୌଡ଼ ପ୍ରତିଯୋଗିତାକୁ ଟିକିରି ବନାଞ୍ଚଳ ଅଧିକାରୀ ଦିବ୍ୟ ମାଧୁରୀ ସେଠୀ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ସଚେତନତାମୂଳକ କାର୍ଯ୍ୟକ୍ରମରେ ଟିକିରି ଉଚ୍ଚ ବିଦ୍ୟାଳୟ ସହିତ ଆଦର୍ଶ ବିଦ୍ୟାଳୟ ଏବଂ ଆଦିତ୍ୟ ବିର୍ଲା ପବ୍ଲିକ ସ୍କୁଲର ଛାତ୍ରଛାତ୍ରୀ ଏବଂ ସ୍ଥାନୀୟ ଅଞ୍ଚଳର ଯୁବକମାନେ ଅଂଶଗ୍ରହଣ କରିଥିଲେ ।

Leave A Reply

Your email address will not be published.