pakka

ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତି ମୂର୍ତ୍ତିରେ ମାଲ୍ୟାର୍ପଣ

bbehera

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ପବିତ୍ର ଗହ୍ମା ପୂର୍ଣ୍ଣିମା ଓ ଏ ମାଟିର ଯୁଗ ଜନ୍ମା ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପରିପ୍ରେକ୍ଷୀରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ମୋନୀଷା ବାନାର୍ଜୀ ଗୋଶାଳା ଛକ ସ୍ଥିତ କବିଙ୍କ ପ୍ରତି ମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ, ଜିଲ୍ଲା ସଂସ୍କୃତି ଅଧିକାରୀ, ପୌର ପରିଷଦର ନିର୍ବାହୀ ଅଧିକାରୀ ନାରାୟଣ ଦଣ୍ଡସେନା, ମେହେର ସମାଜର ସଭାପତି, ସମ୍ପାଦକ ପ୍ରମୁଖ ବହୁ ବ୍ୟକ୍ତି ଉପସ୍ଥିତ ରହି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।

jay balangir
Leave A Reply

Your email address will not be published.

3 × four =