om academy

ମର୍ମନ୍ତୁଦ ସଡକ ଦୁର୍ଘଟଣା : ପୋଲ ତଳକୁ ଖସିଲା କାର, ୩ ମୃତ, ୨ଗୁରୁତର

jsm

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୩ ଜଣଙ୍କର ମୃତ ହୋଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି ବୋଲି ଖବର ମଳିଛି । ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ଶିଳ୍ପାଞ୍ଚଳ ଥାନା ବିର୍ଲା ଟାୟାର ନିକଟରେ ଏକ କାର୍ ପୋଲ ତଳକୁଖସି ପଡ଼ିଥିଲା । ଫଳରେ ଘଟଣା ସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇ ବାଲେଶ୍ୱର ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି । ମୃତକମାନେ ହେଲେ ମୟୁରଭଞ୍ଜ ଜିଲା ଖୁଣ୍ଟା ଥାନା ଚିଲିମା ଗାଁର ପିଣ୍ଟୁ ଆଚାର୍ୟ୍ୟ, ବାରିପଦା ଟାଉନ ଥାନା ତକତପୁର ଅଞ୍ଚଳର ରବୀନ୍ଦ୍ର ସାହୁ ଓ ସନ୍ତୋଷ ପଣ୍ଡା ।

Leave A Reply

Your email address will not be published.