୨ ଯୁବକଙ୍କ ମଧ୍ୟରେ ମାର୍‌ପିଟ୍‌

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଖାରବେଳ ନଗର ଥାନା ଅନ୍ତର୍ଗତ ଜୟ ପ୍ରକାଶ ନାରାୟଣ ପାର୍କ ମଧ୍ୟରେ ଦୁଇ ଜଣ ଯୁବକଙ୍କ ମଧ୍ୟରେ ମାର୍‌ପିଟ୍‌ ହୋଇଥିବା ଜଣାପଡିଛି । ଏଥିରେ ଉଭୟ ଯୁବକ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଏହି ଦୁଇ ଯୁବକ କିଏ ଏବଂ କାହିଁକି ଉଭୟ ମାର୍‌ପିଟ୍ କରୁଥିଲେ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ପୋଲିସ ଏନେଇ ଅଧିକ ତଦନ୍ତ କରୁଛି ।

Leave A Reply

Your email address will not be published.