pakka

ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶାର ଘରେ ଘରେ ପରିଚିତ ସ୍ୱେଚ୍ଛାସେବୀ ସଂଗଠନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ଆଜି ସନ୍ଧ୍ୟା ସମୟରେ ସ୍ଥାନୀୟ କୋଶଳ କଳା ମଣ୍ଡଳ ଠାରେ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ହେବ । ଏଥିପାଇଁ ମା’ ସମଲେଇଶ୍ୱରୀ ମନ୍ଦିରରୁ ବାହିରି କୋଶଳ କଳା ମଣ୍ଡଳ ପର୍ଯ୍ୟନ୍ତ ଏକ ମଶାଲ ଶୋଭାଯାତ୍ରା ନିଆରା ଢଙ୍ଗରେ ଅନୁଷ୍ଠିତ ହୋଇଥିଲା । ଏଥିରେ ବଲାଙ୍ଗିର ପୌରପରିଷଦର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଯୋଗ ଦେଇଥିବା ବେଳେ ଜିଲ୍ଲାର ସହ ସହ ଆଦିବାସୀ ମାନେ ମଧ୍ୟ ଯୋଗ ଦେଇ ସହରର ବିଚ୍‌ ରାସ୍ତାରେ ରାଲି କରିଥିଲେ ।

jay balangir
Leave A Reply

Your email address will not be published.

two + thirteen =