om academy

ଆଜି ମାଟ୍ରିକ୍‌ ପରୀକ୍ଷାଫଳ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି କଟକସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସାଢେ ୧୦ଟାରେ ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶ ପାଇବ । ମାଟ୍ରିକ, ମାଧ୍ୟମା ଓ ମୁକ୍ତବିଦ୍ୟାଳୟ ପରୀକ୍ଷାଫଳ ରବିବାର ସକାଳ ୧୧ଟା ୩୦ରେ ବୋର୍ଡ ୱେବ୍‌ସାଇଟ୍‌ www.bseodisha.ac.inରେ ଉପଲବ୍‌ଧ ହେବ। ଯେଉଁ ସ୍ଥାନ‌ରେ ଇଣ୍ଟରନେଟ୍‌ ସୁବିଧା ନାହିଁ, ସେସବୁ ସ୍ଥାନରେ ଛାତ୍ରଛାତ୍ରୀମାନେ ମୋବାଇଲ୍‌ ଫୋନ୍‌ ମାଧ୍ୟମରେ OR10<ROLLNO> ଟାଇପ୍‌ କରି ମୋବାଇଲ୍ ନଂ ୫୬୭୬୭୫୦ କୁ ଏସ୍‌ଏମ୍‌ଏସ୍‌ କରି ପରୀକ୍ଷାଫଳ ପାଇପାରିବେ। ଦିନ ୧୨ଟା ୩୦ ପରେ ଛାତ୍ରଛାତ୍ରୀଙ୍କ ଟାବୁଲେସନ୍‌ ରେଜିଷ୍ଟର୍‌(ନମ୍ବର) ସ୍କୁଲରୁ ମିଳିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସୂଚନା ରହିଛି ।

Leave A Reply

Your email address will not be published.