pakka

ଟ୍ୱିନ ସିଟି ସହ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ

bbehera

ଭୁବନେଶ୍ୱର : ଦୁଇ ଦିନର ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରେ ଆଜି ସକାଳୁ କଟକ ଓ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି । ସକ୍ରିୟ ଘୂର୍ଣ୍ଣିବଳୟ ଏବଂ କାଳବୈଶାଖୀ ପ୍ରଭାବରେ ମେଘୁଆ ପାଗ ହୋଇଛି । ଛତିଶଗଡ଼ ଉପରେ ଗତକାଲିର ସକ୍ରିୟ ଘୂର୍ଣ୍ଣବଳୟ ଏବଂ କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ଅଞ୍ଚଳରେ ଗତକାଲି ତୁଳନାରେ ଦିନ ତାପମାତ୍ରା ସାମାନ୍ୟ କମ୍ ରହିବା ସମ୍ଭାବନା ରହିଛି । ହେଲେ ଆହୁରି ୫ ଦିନ ଗରମ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

jay balangir
Leave A Reply

Your email address will not be published.

eighteen − nine =

error: Content is protected !!