pakka

କେରମେଲିରେ ମିଶନ ଶକ୍ତି ଗୃହ ଉଦଘାଟନ କଲେ ମନ୍ତ୍ରୀ ଟୁକୁନି

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କେରମେଲି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ନୂତନ ଭାବେ ନିର୍ମିତ ହୋଇଥିବା ମିଶନ ଶକ୍ତି ଗୃହକୁ ଆଜି ଓଡ଼ିଶା ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଏଥିରେ ବିଡ଼ିଓ ଦେବାଶିଷ ସାମଲ, ବ୍ଳକ ଅଧକ୍ଷ। ଅହଲ୍ୟା ମଲ୍ଲିକ, ଜିଲ୍ଲା ପରିଷଦ ସଭ୍ୟା ସରୋଜିନୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

19 − four =