ହାତ ତିଆରି ତ୍ରିରଙ୍ଗା ପ୍ରଦାନ କରି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମିଶନ୍ ଶକ୍ତି ମହିଳାମାନେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ହର ଘର୍ ତ୍ରିରଙ୍ଗା ଅଭିଯାନକୁ ଅଧିକ ବ୍ୟାପକ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତ କରିବାର ଦାୟିତ୍ୱ ପ୍ରଦାନ କରିଥିଲେ ମିଶନ୍ ଶକ୍ତିକୁ । ଗତକାଲି ଏସ୍ଏଚ୍‌ଜିଙ୍କ ଏକ ପ୍ରତିନିଧିଦଳ ମୁଖ୍ୟମନ୍ତ୍ରୀଙ୍କୁ ହାତ ତିଆରି ତ୍ରିରଙ୍ଗା ପ୍ରଦାନ କରିବା ସହ ଏଥିପାଇଁ କୃତଜ୍ଞତା ଜଣାଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.