୧୦ରେ ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ଵର : ଆସନ୍ତା ୧୦ ତାରିଖରେ ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୋଡ଼ ସୋ’ । ସନ୍ଧ୍ୟା ୬ ଟା ସମୟରେ ଭୁବନେଶ୍ଵରରେ ରୋଡ ସୋ’ କରିବେ ନରେନ୍ଦ୍ର ମୋଦୀ । ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ଏହି ରୋଡ ସୋ’ ହେବ । ଏହି ରୋଡ ସୋ’ରେ ଯୋଗ ଦେବାକୁ ବିଜେପିର ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଅଡିଓ ବାର୍ତ୍ତା ଦ୍ୱାରା ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

Leave A Reply

Your email address will not be published.

13 − three =