csstore

ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ ଆସୁଛନ୍ତି ଆଜି

ଭୁବନେଶ୍ୱର (ସୁଶା‌ନ୍ତ ସାହୁ) : ତିନିଦିନିଆ ଓଡ଼ିଶା ଗସ୍ତରେ ଆଜି ଆସୁଛନ୍ତି ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘର ମୁଖ୍ୟ ମୋହନ ଭାଗବତ । ଆଜି ସେ ଭୁବନେଶ୍ୱରରେ ପହଞ୍ଚିବେ ବୋଲି ଜଣାପଡ଼ିଛି । କରୋନା ମହାମାରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆରଏସ୍ଏସର ଅଖିଳ ଭାରତୀୟ କାର୍ୟ୍ୟକାରୀ ମଣ୍ଡଳ କ୍ଷେତ୍ର ସ୍ତରରେ କାର୍ୟ୍ୟକ୍ରମ ହେବାକୁ ଥିବା ବେଳେ ଆସନ୍ତାକାଲି ଏବଂ ୨୬ ତାରିଖ ଦୁଇ ଦିନ ଧରି ଭୁବନେଶ୍ୱରରେ ଏହି ବୈଠକ ଅନୁଷ୍ଠିତ ହେବ। ପଶ୍ଚିମବଙ୍ଗ, ଓଡ଼ିଶା, ଆଣ୍ଡାମାନ ଓ ନିକୋବର ଅଞ୍ଚଳରେ ଥିବା ଅଖିଳ ଭାରତୀୟ କାର୍ୟ୍ୟକାରୀ ମଣ୍ଡଳର ୩୫ ଜଣ ସଦସ୍ୟ ଏହି ବୈଠକରେ ଭାଗନେବାର କାର୍ଯ୍ୟକ୍ରମ ରହିଛି ।

jayashree
Leave A Reply

Your email address will not be published.