ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌ : ୨ ମୃତ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅଞ୍ଚଳର ୫୫ ନଂ ଜାତୀୟ ରାଜପଥରେ ଶୁକ୍ରବାର ଏକ ଟ୍ରକ୍‌ ବାଇକ୍‌କୁ ଧକ୍କା ଦେବା ଫଳରେ ୨ ବାଇକ୍‌ ଆରୋହୀ ରାସ୍ତାକୁ ଛିଟିକି ପଡ଼ିଥିଲେ । ଟ୍ରକ୍‌ଟି ଉଭୟଙ୍କ ଉପରେ ଚଢ଼ି ଯାଇଥିଲା । ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକ ଦ୍ୱୟଙ୍କ ପରିଚୟ ମିଳିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

Leave A Reply

Your email address will not be published.

error: Content is protected !!