ଅଜଣା ଗାଡି ଧକ୍କାରେ ମହିଳା ମୃତ

ଚଣ୍ଡିଖୋଲ : ଚଣ୍ଡିଖୋଲ-ପାରାଦ୍ୱୀପ ୫୩ ନମ୍ଵର ଜାତୀୟ ରାଜପଥର ଚାରିନଙ୍ଗଳ ଛକ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମହିଳା ଜଣଙ୍କ ରାସ୍ତା ପାରି ହେଉଥିବା ସମୟରେ ତାଙ୍କୁ ଏକ ଅଜଣା ଗାଡି ପଛପଟୁ ଧକ୍କା ଦେଇଥିବା ଅନୁମାନ କରାଯାଉଛି । ଯାହାଫଳରେ ମହିଳାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ବାଲିଚନ୍ଦ୍ରପୁର ପୋଲିସ ପହଞ୍ଚି ଅଧିକ ତଦନ୍ତ ଚଳାଇଛି ।

Leave A Reply

Your email address will not be published.