ଅଜଣା ଗାଡି ଧକ୍କାରେ ସାଇକେଲ ଆରୋହି ମୃତ

ବାଲୁଗାଁ : ଅଜଣା ଗାଡି ଧକ୍କାରେ ଜଣେ ସାଇକେଲ ଆରୋହିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛ । ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ନାଭାଲ ଫାଣ୍ଡି ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ଏହି ସଡ଼କ ଦୁର୍ଘଟଣା ଘଟିଥିବା ଖବର ମିଳିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ବାଲୁଗାଁ ଥାନାରେ କେସ ନମ୍ବର ୧/୨୩ ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଥିବା ଜଣାପଡିଛି ।

Leave A Reply

Your email address will not be published.