om academy

ଟ୍ରକ ପଛରେ ପିଟିଲା ବାଇକ୍, ଆରୋହୀ ମୃତ

jsm

ରାୟଗଡ଼ା : ରାୟଗଡା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଭାତପୁର ପଞ୍ଚାୟତର ବୃନ୍ଦାବାଡ଼ି ଗ୍ରାମ ନିକଟରେ ଟ୍ରକ ପଛରେ ପିଟି ହେଲା ବାଇକ୍ । ଫଳରେ ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତ ଯୁବକଙ୍କ ପରିଚୟ ମିଳି ପାରି ନଥିବା ବେଳେ ତାଙ୍କ ଘର ବୃନ୍ଦାବାଡ଼ି ଗ୍ରାମର ବୋଲି ଜଣାପଡ଼ିଛି । ଖବରପାଇ ବିଷମକଟକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

Leave A Reply

Your email address will not be published.