ବ୍ରାହ୍ମଣୀ ନଦୀରେ ବୁଡ଼ି ଜଣେ ମୃତ, ଜଣେ ଉଦ୍ଧାର

ବରୀ : ସରସ୍ୱତୀ ମୂର୍ତ୍ତି ବିସର୍ଜନ ବେଳେ ବରୀ ବ୍ଲକ ତିନିମୁହାଣୀ ବ୍ରାହ୍ମଣୀ ନଦୀରେ ବୁଡି ଯାଇଥିଲେ ଦୁଇ ଯୁବକ । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଯାଜପୁର ମୁଖ୍ୟଚିକିତ୍ସାଳୟରେ ଭର୍ତି ହୋଇଥିବା ଜଣାପଡିଛି । ଉଭୟ ଯୁବକଙ୍କ ବରୀ ପଞ୍ଚାୟତରେ ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.