ପିକ୍‌ଅପ୍ ଓଲଟି ଜଣେ ମୃତ, ୧୩ ଆହତ

ଖଲ୍ଲିକୋଟ : ବେଗୁନିଆପଡା ତାନାବଇଡା ରାସ୍ତାରେ ଘଟିଛି ଏକ ବଡ ଦୁର୍ଘଟଣା । ରାସ୍ତାରେ ଯିବାବେଳେ ଏକ ପିକ୍‌ଅପ୍ ଗାଡ଼ି ଓଲଟି ଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଆହତ ହୋଇଥିବା ଜଣାପଡିଛି । ଦୁର୍ଘଟଣାରେ ୧୩ ଜଣ ଯାତ୍ରୀ ଆହତଙ୍କ ମଧ୍ୟରୁ ୩ ଜଣ ଗୁରୁତର ହୋଇଛନ୍ତି । ତେବେ ଏମାନଙ୍କୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତର କରାଯାଇଛି । ଆହତ ହୋଇଥିବା ସମସ୍ତ ବ୍ୟକ୍ତିଙ୍କ ସହ ମୃତକ ଖୋର୍ଦ୍ଧା ବାଣପୁର ଅଞ୍ଚଳର ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.

seven − three =