କେରଳରେ ଭୟଙ୍କର ଭୂସ୍ଖଳନ : ୩୬ ମୃତ

କେରଳ : କେରଳରେ ଭୟଙ୍କର ଭୂସ୍ଖଳନ । କେରଳ ୱାୟନାଡରେ ଭୀଷଣ ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି । ଏଥିରେ ବର୍ତ୍ତମାନ ସୁଦ୍ଧା ୩୬ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ମୃତକଙ୍କ ମଧ୍ୟରେ ଛୋଟ ପିଲା ମଧ୍ୟ ରହିଥିବା ସୂଚନା ରହିଛି । ଏହାସହ ମାଡ଼ି ଅତଡ଼ା ତଳେ ୧୦୦ରୁ ଅଧିକ ଲୋକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି । ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ଧାରକାରୀ ଅପରେସନ୍‌କୁ ଜୋରଦାର କରାଯାଇଛି ।

Leave A Reply

Your email address will not be published.