centurian jitm

ସାପ କାମୁଡାରେ ମହିଳା ମୃତ

ଭବାନୀପାଟଣା, (ପି.କେ. ସାହୁ) : ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଟିକିରାପଡାଠାରେ ସାପ କାମୁଡାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ ଟିକିରାପଡାର ଅଞ୍ଜନା ସାହୁ ଛେଳି ଚରାଇବା ପାଇଁ ଯାଇଥିଲେ । ସେଠାରେ ତାଙ୍କୁ ଏକ ବିଷଧର ସାପ ତାଙ୍କୁ କାମୁଡିଥିଲା । ପରେ ତାଙ୍କର ମୃତ୍ୟୁ ଘଟିଥିଲା ।

Leave A Reply

Your email address will not be published.