ସାପ କାମୁଡାରେ ନାବାଳକ ମୃତ

ଭବାନୀପାଟଣା, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଉଚ୍ଛୁଲା ଗ୍ରାମରେ ବିକ୍ରମ ନାଏକଙ୍କ ନାବାଳାକ ପୁଅ ଛବି ରଞ୍ଜନ ନାଏକର ସାପ କାମୁଡାରେ ମୃତ୍ୟୁ ଘଟିଛି । ସୂଚନା ଅନୁସାରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସାପ କାମୁଡି ଦେଇଥିଲା । ଗୁରୁତର ଅବସ୍ଥାରେ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ବୁଧବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି ପୁଲିସ ଏକ ମାମଲା ରୁଜୁ କରି ବ୍ୟବଚ୍ଛେଦ ପରେ ଶବ ପରିବାରକୁ ହସ୍ତାନ୍ତର କରିଛି ।

Leave A Reply

Your email address will not be published.

eleven + twelve =