ଗୁଡ଼ିବନ୍ଧରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ରମ୍ଭା ଥାନା ଅନ୍ତର୍ଗତ ହୁମ୍ମା ହାଟ ନିକଟରେ ଥିବା ଗୁଡ଼ିବନ୍ଧରୁ ଜୈନେକ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତ ବ୍ୟକ୍ତି ଜଣଙ୍କ ହେଲେ ହୁମ୍ମା ଗ୍ରାମ ନୂଆସାହିର ସୁଦର୍ଶନ ପ୍ରଧାନ(୩୫) । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବ ବ୍ୟବଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଥିବା ଜଣାପଡିଛି ।

Leave A Reply

Your email address will not be published.