pakka

ପୋଖରୀ କୂଳରୁ ଆଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

bbehera

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କୁମ୍ଭାରୀ ସ୍ଥିତ ସ୍ଥାନୀୟ ପୋଖରୀ କୂଳରୁ ଏକ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ନେଇ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ପରେ ପୁଲିସକୁ ସ୍ଥାନୀୟ ଲୋକେ ଖବର ଦେବା ପରେ ପୁଲିସ ଘଟଣା ସ୍ଥାନରେ ପହଁଚି ଅଜଣା ବ୍ୟକ୍ତିଙ୍କ ମୃତଦେହକୁ ଉଦ୍ଧାର କରିଛି । ହେଲେ ବ୍ୟକ୍ତିଙ୍କ ପରିଚୟ ମିଳିନ ଥିବା ବେଳେ ଘଟଣା ସମ୍ପର୍କରେ ତଦନ୍ତ ଜାରି ରଖିଛି ସଇଁନ୍ତଲା ପୁଲିସ ।

Leave A Reply

Your email address will not be published.

13 + three =