ମହିଳାଙ୍କ ମୃତଦେହ ଉଦ୍ଧାର

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର କୁଣ୍ଡୁପଡା ସ୍ଥିତ ଏକ ଘର ଭିତରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି । ମୃତ ମହିଳା ଜଣଙ୍କ ସୁନିତା ମିଞ୍ଜ (୨୦) ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ ସୁନିତା ମିଞ୍ଜଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଏନେଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।

Leave A Reply

Your email address will not be published.

5 × two =

error: Content is protected !!