ଗଳିତ ମୃତଦେହ ଠାବ

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ସହଦେବ ଖୁଣ୍ଟା ଥାନା ଅନ୍ତର୍ଗତ ଗୋଧିବସା ବସ୍ତି ପଛପଟରୁ ଶୁକ୍ରବାର ଏକ ଗଳିତ ମୃତଦେହ ଠାବ କରାଯାଇଥିବା ଜଣାପଡିଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନାହିଁ । ମୃତଦେହ ନିକଟରେ ଲୋକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିବା ବେଳେ ସୂଚନା ମିଳିବା ପର୍ଯ୍ୟନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନଥିଲା ।

Leave A Reply

Your email address will not be published.