jayashree

ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କଣ୍ଟାବାଞ୍ଜି ଡଷ୍ଟବିନ୍‌ରୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର କରିଛି କଣ୍ଟାବାଞ୍ଜି ପୋଲିସ

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ସଫେଇ କର୍ମଚାରୀ ସଫେଇ କରୁଥିବା ବେଳେ ଡଷ୍ଟବିନ୍‌ରୁ ନବଜାତ ଶିଶୁ କନ୍ୟାର ମୃତଦେହ ମିଳିଥିବା ସୂଚନା ମିଳିଛି । ଖବର ପାଇ ଘଟଣା ସ୍ଥଳରେ କଣ୍ଟାବାଞ୍ଜି ପୋଲିସ ପହଞ୍ଚି ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର କରିଥିବା ବେଳେ ଏନେଇ କଣ୍ଟାବାଞ୍ଜି ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.